Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:11 - ପବିତ୍ର ବାଇବଲ

11 ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi

ଓଡିଆ ବାଇବେଲ

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 9:11
8 Referans Kwoze  

ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।


ତାହା ମିଶରର ଧୂଳି ହୋଇ ଗ୍ଭରିଆଡ଼େ ବ୍ୟାପିଯିବ। ଯେତେବେଳେ ସେହି ଧୂଳି ମିଶରର ଯେଉଁଠାରେ ଲୋକମାନଙ୍କୁ ବା ପଶୁମାନଙ୍କୁ ଛୁଇଁବ, ତା'ର ଚମଡ଼ାରେ ଦାହଯୁକ୍ତ ବଥମାନ ବ୍ୟାପିଯିବ।”


ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା।


ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।


Swiv nou:

Piblisite


Piblisite