Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:13 - ପବିତ୍ର ବାଇବଲ

13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ;

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;

Gade chapit la Kopi




ଯାତ୍ରା ପୁସ୍ତକ 9:13
5 Referans Kwoze  

ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।


ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ।


ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’”


ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ।


Swiv nou:

Piblisite


Piblisite