ଯାତ୍ରା ପୁସ୍ତକ 9:16 - ପବିତ୍ର ବାଇବଲ16 କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମୋର ପରାକ୍ରମ ଜାଣିବ। ସମଗ୍ର ପୃଥିବୀରେ ମୋର ନାମ ବିଖ୍ୟାତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ। Gade chapit laଓଡିଆ ବାଇବେଲ16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ। Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।