ଯାତ୍ରା ପୁସ୍ତକ 9:20 - ପବିତ୍ର ବାଇବଲ20 କେତେକ କର୍ମଗ୍ଭରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞାରେ ଧ୍ୟାନ ଦେଲେ। ସେହି ଲୋକମାନେ ସେମାନଙ୍କର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦରେ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। Gade chapit laଓଡିଆ ବାଇବେଲ20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।