ଯାତ୍ରା ପୁସ୍ତକ 9:23 - ପବିତ୍ର ବାଇବଲ23 ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ। Gade chapit laଓଡିଆ ବାଇବେଲ23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ। Gade chapit la |