ଯାତ୍ରା ପୁସ୍ତକ 9:3 - ପବିତ୍ର ବାଇବଲ3 ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Gade chapit laଓଡିଆ ବାଇବେଲ3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Gade chapit la |
ଏହା ପରେ ହାରୋଣ ଏବଂ ମୋଶା କହିଲେ, “ଏବ୍ରୀୟମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଏହା କହିଛନ୍ତି। ତେଣୁ ଆମ୍ଭେ ତୁମ୍ଭର ଅନୁମତି ଲୋଡ଼ୁଅଛୁ। ଆମ୍ଭମାନଙ୍କୁ ମରୁଭୂମିକୁ ଯିବାକୁ ଦିଅ। ଆମ୍ଭେମାନେ ସେଠାରେ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବୁ। ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର। ଯଦି ଆମ୍ଭେ ତାହା ନ କରୁ ସେ ହୁଏତ କ୍ରୋଧ କରି ପାରନ୍ତି ଏବଂ ଆମ୍ଭମାନଙ୍କୁ ଧ୍ୱଂସ କରି ପାରନ୍ତି। ସେ ଆମ୍ଭମାନଙ୍କୁ ଯୁଦ୍ଧ କିମ୍ବା ଅସୁସ୍ଥତା ମାଧ୍ୟମରେ ମୃତ୍ୟୁ ଦେଇ ପାରନ୍ତି।”