Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:31 - ପବିତ୍ର ବାଇବଲ

31 ଯବ ଶିଷାଯୁକ୍ତ ହୋଇଥିଲା ଏବଂ ଫେସି ପୁଷ୍ପିତ ହୋଇଥିଲା। ତେଣୁ ସେହି ଶସ୍ୟଗୁଡ଼ିକ ନଷ୍ଟ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

31 ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 9:31
6 Referans Kwoze  

ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା'ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା।


ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହେବା ସମୟରେ ନୟମୀ ଏବଂ ତା'ର ପୁତ୍ରବଧୂ ଋତ ମୋୟାବର ପାର୍ବତ୍ୟ ଦେଶରୁ ବୈ‌ଥ୍‌ଲେହମକୁ ଫେରି ଆସିଲେ।


ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ, ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ, ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ, କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ, ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।


“ଉତ୍ତାପ ଓ ରୋଗଦ୍ୱାରା ତୁମ୍ଭର ଶସ୍ୟସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷାକ୍ଷେତ୍ର‌କୁ ଧ୍ୱଂସ କଲୁ। ପଙ୍ଗପାଳ ତୁମ୍ଭର ଡିମ୍ବିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ୱଂସ କଲେ। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।


ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।


ସେମାନଙ୍କୁ ରାଜା ଗିବିୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ। ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣ ଯାକ ଏକା ବେଳେ ମାରା ପଡ଼ିଲେ। ସେମାନେ ପ୍ରଥମ ଶସ୍ୟଛେଦନ ସମୟରେ ଅର୍ଥାତ୍ ଯବ ଛେଦନର ଆରମ୍ଭ ସମୟରେ ହତ ହେଲେ।


Swiv nou:

Piblisite


Piblisite