Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:32 - ପବିତ୍ର ବାଇବଲ

32 ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 9:32
8 Referans Kwoze  

ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ତାଙ୍କର ହସ୍ତ ଆକାଶ ଆଡ଼କୁ ଉଠାଇଲେ। ତା'ପରେ ଅନ୍ଧକାର, ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶରରେ କ୍ରମାଗତ ତିନି ଦିନ ରହିଲା।


ଯବ ଶିଷାଯୁକ୍ତ ହୋଇଥିଲା ଏବଂ ଫେସି ପୁଷ୍ପିତ ହୋଇଥିଲା। ତେଣୁ ସେହି ଶସ୍ୟଗୁଡ଼ିକ ନଷ୍ଟ ହୋଇଗଲା।


ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।


ସେମାନଙ୍କୁ ରାଜା ଗିବିୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ। ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣ ଯାକ ଏକା ବେଳେ ମାରା ପଡ଼ିଲେ। ସେମାନେ ପ୍ରଥମ ଶସ୍ୟଛେଦନ ସମୟରେ ଅର୍ଥାତ୍ ଯବ ଛେଦନର ଆରମ୍ଭ ସମୟରେ ହତ ହେଲେ।


କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନରେ ଯବ ଏବଂ କ୍ଷେତ୍ରର ସୀମାରେ ଜହ୍ନା ବୁଣିଥାଏ।


ପୁନର୍ବାର ପରମେଶ୍ୱର କହିଲେ, “ତୁମ୍ଭେ ନିଜ ପାଇଁ ଗହମ, ଯବ, ଶିମ, ମସୁର, ଜୋଆର, ଓ ଯନ୍ନା ନେଇ ସେଗୁଡ଼ିକୁ ଗୋଟିଏ ପାତ୍ରରେ ରଖ। ତୁମ୍ଭେ ତୁମ୍ଭର ଖାଦ୍ୟ ଏଥିରୁ ପ୍ରସ୍ତୁତ କରିବା ଉଚିତ୍। ଏହା ତୁମ୍ଭେ 390 ଦିନ ପର୍ଯ୍ୟନ୍ତ ତୁମ୍ଭେ ଖାଇବ ଏବଂ ଅନ୍ୟ ଏକ ପାର୍ଶ୍ୱରେ ପଡ଼ିରହିବ। ସେହି ଦିନଗୁଡ଼ିକରେ ଏହିସବୁ ଖାଦ୍ୟ ଭୋଜନ କରିବ।


ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସେମାନେ ଏତେ ସଂଖ୍ୟକ ହେବେ ଯେ, ତୁମ୍ଭେମାନେ ଆଉ ଭୂମି ଦେଖି ପାରିବ ନାହିଁ। ଯେକୌଣସି ଦ୍ରବ୍ୟ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସେମାନେ କ୍ଷେତ୍ର ମଧ୍ୟସ୍ଥ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷ୍ୟଣ କରିବେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶରରେ ମାଡ଼ିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହା ସବୁ ସେମାନେ ଖାଇଯିବେ।”


Swiv nou:

Piblisite


Piblisite