Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:33 - ପବିତ୍ର ବାଇବଲ

33 ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଅନନ୍ତର ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 9:33
8 Referans Kwoze  

ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି।


ମୋଶା ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାୟ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧରେ ପଠାଇଥିଲେ, ସେଗୁଡ଼ିକୁ ହଟାଇ ନେବା ପାଇଁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।


ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।


ଯେତେବେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହୋଇଗଲା ସେ ପୁନରାୟ ଅନ୍ୟାୟ କଲେ। ସେ ଏବଂ ତାଙ୍କର କର୍ମଗ୍ଭରୀମାନେ ପୁଣି କଠୋର ହୃଦୟ ହେଲେ।


ତା'ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଛିଡ଼ା ହେଲେ ଓ ଇସ୍ରାଏଲର ସମଗ୍ର ସମାଜ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ। ସେ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କଲେ।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”


Swiv nou:

Piblisite


Piblisite