ଯାତ୍ରା ପୁସ୍ତକ 9:6 - ପବିତ୍ର ବାଇବଲ6 ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Gade chapit laଓଡିଆ ବାଇବେଲ6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। Gade chapit la |