Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:9 - ପବିତ୍ର ବାଇବଲ

9 ତାହା ମିଶରର ଧୂଳି ହୋଇ ଗ୍ଭରିଆଡ଼େ ବ୍ୟାପିଯିବ। ଯେତେବେଳେ ସେହି ଧୂଳି ମିଶରର ଯେଉଁଠାରେ ଲୋକମାନଙ୍କୁ ବା ପଶୁମାନଙ୍କୁ ଛୁଇଁବ, ତା'ର ଚମଡ଼ାରେ ଦାହଯୁକ୍ତ ବଥମାନ ବ୍ୟାପିଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”

Gade chapit la Kopi




ଯାତ୍ରା ପୁସ୍ତକ 9:9
7 Referans Kwoze  

ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।


“ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀୟ ବଥ, ଅର୍ଶ, ଜାଦୁ ଓ କୁଣ୍ଡିଆଣି ଦ୍ୱାରା ଆଘାତ କରିବେ, ଯେପରି ମିଶରୀୟମାନଙ୍କୁ କରିଥିଲେ। ଏଥିରୁ ତୁମ୍ଭେମାନେ ଆରୋଗ୍ୟ ହୋଇ ପାରିବ ନାହିଁ।


ତା'ପରେ ଶୟତାନ ସଦାପ୍ରଭୁଙ୍କଠାରୁ ବିଦାୟ ନେଇ ଗ୍ଭଲିଗଲା। ସେ ଆୟୁବକୁ ଯନ୍ତ୍ରଣାଦାୟକ କ୍ଷତ ଦେଲା। ଏହି କ୍ଷତଗୁଡ଼ିକ ସମଗ୍ର ଶରୀରରେ ମୁଣ୍ଡଠାରୁ ପାଦ ପର୍ଯ୍ୟନ୍ତ ଥିଲା।


ସଦାପ୍ରଭୁ ତୁମ୍ଭର ଜାନୁ ଓ ଜଙ୍ଘ ଓ ତଳିପାରୁ ମସ୍ତକ ଯାଏ ବ୍ୟଥାଦାୟୀ ବଥଦ୍ୱାରା ତୁମ୍ଭକୁ ଆଘାତ କରିବେ। ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ।


ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା।


Swiv nou:

Piblisite


Piblisite