Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:11 - ପବିତ୍ର ବାଇବଲ

11 ପ୍ରାଣୀଗୁଡ଼ିକର ଡେଣାଗୁଡ଼ିକ ସେମାନଙ୍କୁ ଘୋଡ଼େଇ ରଖିଥିଲା। ପ୍ରତ୍ୟେକ ପ୍ରାଣୀର ଦୁଇଟି ଡେଣା ଏହାର ପାଖରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡେଣା ଏହାର ଦେହକୁ ଆଚ୍ଛାଦନ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।

Gade chapit la Kopi




ଯିହିଜିକଲ 1:11
4 Referans Kwoze  

ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ।


ସେହି ଆସ୍ତରଣ ତଳେ ସେମାନଙ୍କର ପକ୍ଷସବୁ ଏକ ଆରେକର ଆଡ଼େ ପ୍ରସାରିତ ହୋଇଥିଲା; ସେମାନଙ୍କର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖରେ ଦୁଇ ପକ୍ଷ ଓ ସେ ପାଖରେ ଦୁଇ ପକ୍ଷ ଥିଲା।


ତା'ପରେ କିରୂବଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମୋ’ ସମ୍ମୁଖରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସେମାନଙ୍କ ସହିତ ଗମନ କଲେ। ଆଉ ସେମାନେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖରେ ଅଟକିଗଲେ ଓ ସେ ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଉପରେ ବିଦ୍ୟମାନ ଥିଲା।


କିରୁବମାନେ ଗମନ କଲାବେଳେ ଚକସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।


Swiv nou:

Piblisite


Piblisite