Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:12 - ପବିତ୍ର ବାଇବଲ

12 ପୁଣି ସେମାନେ ପ୍ରତ୍ୟେକ ସମ୍ମୁଖ ଭାଗରେ ଗମନ କଲେ। ସେମାନଙ୍କର ନିଜ ଇଚ୍ଛାନୁସାରେ ସେମାନେ ଗତି କଲେ ଓ ସେମାନଙ୍କର ଗମନ କାଳରେ ସେମାନେ ଫେରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖଆଡ଼େ ଗମନ କଲେ; ଯେଉଁଆଡ଼େ ଯିବାକୁ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ କାଳରେ ସେମାନେ ଫେରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।

Gade chapit la Kopi




ଯିହିଜିକଲ 1:12
5 Referans Kwoze  

ସେମାନଙ୍କର ପକ୍ଷଗୁଡ଼ିକ ପରସ୍ପର ସଂଯୁକ୍ତ, ଆଉ ସେମାନେ ଗମନ କଲାବେଳେ ପଛକୁ ଫେରିଲେ ନାହିଁ। ପ୍ରତ୍ୟେକ ସମ୍ମୁଖ ଆଡ଼େ ଗମନ କଲେ।


ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


ପୁଣି ମୁଁ କବାର ନଦୀ ନିକଟରେ ସେମାନଙ୍କର ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନେ ପ୍ରତ୍ୟେକ ଆଗକୁ ଗମନ କଲେ।


ଗମନ କଲାବେଳେ ସେ ଗ୍ଭରିଚକ ଯେକୌଣସି ଗ୍ଭରିଦିଗରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲାବେଳେ ବୁଲୁ ନ ଥିଲା।


Swiv nou:

Piblisite


Piblisite