ଯିହିଜିକଲ 1:21 - ପବିତ୍ର ବାଇବଲ21 ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ, କାରଣ ସେହି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା। Gade chapit laଓଡିଆ ବାଇବେଲ21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା। Gade chapit la |