Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:5 - ପବିତ୍ର ବାଇବଲ

5 ସେହି ମେଘ ମଧ୍ୟରେ ଜୀବନ୍ତ ଗ୍ଭରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ଏହି ପ୍ରକାର, ଯଥା, ସେମାନଙ୍କ ରୂପ ମନୁଷ୍ୟ ପରି।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।

Gade chapit la Kopi




ଯିହିଜିକଲ 1:5
6 Referans Kwoze  

ତା'ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।”


ଏବଂ ଆସ୍ତରଣ ଉପରକୁ ସେମାନଙ୍କର ମସ୍ତକ ଚତୁର୍ପାର୍ଶ୍ୱରେ ନୀଳକାନ୍ତମଣିରେ ନିର୍ମିତ ହୋଇଥିବା ଏକ ସିଂହାସନ ଥିଲା, ଆଉ ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ ଏକ ଆକୃତି ଥିଲା।


ସେମାନେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ। ପୁଣି ସେମାନେ ଉପରକୁ ଉଠିବା ବେଳେ ଚକ୍ର ସବୁ ସେମାନଙ୍କ ସଙ୍ଗରେ ଉପରକୁ ଉଠିଲେ। କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ ସବୁରେ ଥିଲା।


ମୁଁ କବାର ନଦୀ କୂଳରେ ପରମେଶ୍ୱରଙ୍କର ମହିମାରେ ଏହି ଜୀବିତ ପ୍ରାଣୀମାନଙ୍କୁ ଦେଖିଥିଲି। ଏବଂ ସେମାନେ କିରୁବଦୂତଗଣ ବୋଲି ମୁଁ ଜାଣିଲି।


Swiv nou:

Piblisite


Piblisite