Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:6 - ପବିତ୍ର ବାଇବଲ

6 ଏବଂ ପ୍ରତ୍ୟେକ ପ୍ରାଣୀର ଗ୍ଭରିମୁଖ ଓ ଗ୍ଭରିପକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।

Gade chapit la Kopi




ଯିହିଜିକଲ 1:6
10 Referans Kwoze  

ପ୍ରତ୍ୟେକ କିରୂବର ଗ୍ଭରିମୁଖ ଥିଲା: ପ୍ରଥମ ମୁଖ କିରୁବଦୂତର ମୁଖ, ଦ୍ୱିତୀୟ ମୁଖ ମନୁଷ୍ୟର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତ୍କ୍ରୋଶପକ୍ଷୀର ମୁଖ ଥିଲା। ତା'ପରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସେମାନେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ। ତା'ପରେ କିରୁବଦୂତଗଣ ଊର୍ଦ୍ଧ୍ୱକୁ ଉଠିଲେ।


ସେହି ଗ୍ଭରିଚକର ଆକୃତି ଏକ ପ୍ରକାର ଥିଲା। ସେଗୁଡ଼ିକ ଗୋଟିଏ ଚକ ମଧ୍ୟରେ ଅନ୍ୟ ଚକ ଥିଲା ପରି ଦେଖା ଯାଉଥିଲା।


ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରତ୍ୟେକ ଜୀବିତ ପ୍ରାଣୀମାନଙ୍କର ଗ୍ଭରି ମୁଖର ସହିତ, ପାର୍ଶ୍ୱରେ ଗୋଟିଏ ଗୋଟିଏ ଚକ ଥିଲା। ସେମାନେ ମଣିପରି ଉଜ୍ଜ୍ୱଳ ଥିଲେ ଏବଂ ସେମାନଙ୍କର ଆକୃତି ସମାନ ଥିଲା ଏବଂ ପ୍ରତ୍ୟେକ ଗୋଟିଏ ଚକ ମଧ୍ୟରେ ଗୋଟିଏ ଚକ ସଦୃଶ ଦେଖାଗଲା।


ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ।


ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।


ସେହି ଆସ୍ତରଣ ତଳେ ସେମାନଙ୍କର ପକ୍ଷସବୁ ଏକ ଆରେକର ଆଡ଼େ ପ୍ରସାରିତ ହୋଇଥିଲା; ସେମାନଙ୍କର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖରେ ଦୁଇ ପକ୍ଷ ଓ ସେ ପାଖରେ ଦୁଇ ପକ୍ଷ ଥିଲା।


Swiv nou:

Piblisite


Piblisite