ଯିହିଜିକଲ 1:8 - ପବିତ୍ର ବାଇବଲ8 ଆଉ ସେମାନଙ୍କର ପକ୍ଷ ତଳେ ମନୁଷ୍ୟର ହସ୍ତତୁଲ୍ୟ ହସ୍ତ ଥିଲା। ସେ ଗ୍ଭରି ପ୍ରାଣୀଙ୍କର ମଧ୍ୟରେ ପ୍ରତି ପ୍ରାଣୀର ଗ୍ଭରି ମୁଖ ଓ ଗ୍ଭରି ପକ୍ଷ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; Gade chapit laଓଡିଆ ବାଇବେଲ8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା; Gade chapit la |
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।