Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:9 - ପବିତ୍ର ବାଇବଲ

9 ସେମାନଙ୍କର ପକ୍ଷଗୁଡ଼ିକ ପରସ୍ପର ସଂଯୁକ୍ତ, ଆଉ ସେମାନେ ଗମନ କଲାବେଳେ ପଛକୁ ଫେରିଲେ ନାହିଁ। ପ୍ରତ୍ୟେକ ସମ୍ମୁଖ ଆଡ଼େ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।

Gade chapit la Kopi




ଯିହିଜିକଲ 1:9
9 Referans Kwoze  

ପୁଣି ମୁଁ କବାର ନଦୀ ନିକଟରେ ସେମାନଙ୍କର ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନେ ପ୍ରତ୍ୟେକ ଆଗକୁ ଗମନ କଲେ।


ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦେଇ ପଛକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ଯୋଗ୍ୟ ନୁହେଁ।”


ଯୀଶୁ ଜଗତ ଛାଡ଼ି ସ୍ୱର୍ଗକୁ ଫେରିଯିବାର ସମୟ ପାଖେଇ ଆସୁଥିଲା। ଯୀଶୁ ଯିରୁଶାଲମ ଯିବାକୁ ସ୍ଥିର କଲେ।


ଗମନ କରିବା ସମୟରେ ସେମାନେ ନିଜ ନିଜର ଗ୍ଭରି ପାର୍ଶ୍ୱରେ ଗମନ କଲେ ଏବଂ ଗତି କଲାବେଳେ ସେମାନେ ଫେରିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲାବେଳେ ମୁହଁ ବୁଲାଇଲେ ନାହିଁ।


ଗମନ କଲାବେଳେ ସେ ଗ୍ଭରିଚକ ଯେକୌଣସି ଗ୍ଭରିଦିଗରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲାବେଳେ ବୁଲୁ ନ ଥିଲା।


Swiv nou:

Piblisite


Piblisite