ଯିହିଜିକଲ 10:1 - ପବିତ୍ର ବାଇବଲ1 ସେତେବେଳେ ମୁଁ ଉପରକୁ ଗ୍ଭହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସେମାନଙ୍କ ଉପରେ ଦେଖାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ତଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା। Gade chapit laଓଡିଆ ବାଇବେଲ1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।
ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।