ଯିହିଜିକଲ 10:10 - ପବିତ୍ର ବାଇବଲ10 ସେହି ଗ୍ଭରିଚକର ଆକୃତି ଏକ ପ୍ରକାର ଥିଲା। ସେଗୁଡ଼ିକ ଗୋଟିଏ ଚକ ମଧ୍ୟରେ ଅନ୍ୟ ଚକ ଥିଲା ପରି ଦେଖା ଯାଉଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା। Gade chapit laଓଡିଆ ବାଇବେଲ10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା। Gade chapit la |
ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।