ଯିହିଜିକଲ 10:11 - ପବିତ୍ର ବାଇବଲ11 ଗମନ କରିବା ସମୟରେ ସେମାନେ ନିଜ ନିଜର ଗ୍ଭରି ପାର୍ଶ୍ୱରେ ଗମନ କଲେ ଏବଂ ଗତି କଲାବେଳେ ସେମାନେ ଫେରିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲାବେଳେ ମୁହଁ ବୁଲାଇଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଗମନ କରିବା ବେଳେ ସେମାନେ ଆପଣା-ମାନଙ୍କର ଚାରି ପାର୍ଶ୍ଵରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତ୍ରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit laଓଡିଆ ବାଇବେଲ11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit la |