ଯିହିଜିକଲ 10:2 - ପବିତ୍ର ବାଇବଲ2 ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।” ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟ-ସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟ-ସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ଵଳ; ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ। ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ। Gade chapit laଓଡିଆ ବାଇବେଲ2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ। Gade chapit la |