Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:3 - ପବିତ୍ର ବାଇବଲ

3 ସେ ପୁରୁଷ ଗଲାବେଳେ କିରୂବଦୂତମାନେ ଗୃହର ଦକ୍ଷିଣପାର୍ଶ୍ୱରେ ଠିଆ ହୋଇଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ପୁରୁଷ ଯିବା ବେଳେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।

Gade chapit la Kopi

ଓଡିଆ ବାଇବେଲ

3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।

Gade chapit la Kopi




ଯିହିଜିକଲ 10:3
7 Referans Kwoze  

ଆଉ ପୂର୍ବ ଦ୍ୱାର ଦେଇ ସଦାପ୍ରଭୁଙ୍କର ମହିମା ମନ୍ଦିର ମଧ୍ୟରେ ପ୍ରବେଶ କଲା।


ଏବଂ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଯେଉଁ କିରୁବର ଉପରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ୱାର ନିକଟକୁ ଯାଇଥିଲା। ତା'ପରେ ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।


ତା'ପରେ ସେ ମୋତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ। ସେଠାରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ପଚିଶ୍ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସେମାନେ ସୂର୍ଯ୍ୟକୁ ପୂଜା କରୁଥିଲେ।


ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖ‌‌‌‌ଡ଼୍‌‌‌‌ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।


ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଭିତର ପ୍ରାଙ୍ଗଣର ପୂର୍ବଦ୍ୱାର କାର୍ଯ୍ୟକାରୀ ଛଅ ଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ୟା ଦିନ ଖୋଲା ରହିବ।


ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


Swiv nou:

Piblisite


Piblisite