ଯିହିଜିକଲ 11:1 - ପବିତ୍ର ବାଇବଲ1 ଅନନ୍ତର ଏକ ପବନ ମୋତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ୱାର ନିକଟକୁ ମୋତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସେହି ପ୍ରବେଶ ଦ୍ୱାର ନିକଟରେ ପଚିଶ୍ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ। ଆଉ ସେମାନଙ୍କ ମଧ୍ୟରେ ମୁଁ ଅସସୁରର ପୁତ୍ର ଯାସନିୟଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାୟର ପୁତ୍ର ପ୍ଲଟିୟକୁ ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ଵାର ନିକଟରେ ପଚିଶ ଜଣ ପୁରୁଷ ଥିଲେ ; ପୁଣି, ସେମାନଙ୍କ ମଧ୍ୟ ସ୍ଥାନରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସ୍ସୁରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ସଦାପ୍ରଭୁଙ୍କ ଗୃହର ପୂର୍ବାଭିମୁଖ ପୂର୍ବ-ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ସେହି ଦ୍ୱାର ନିକଟରେ ପଚିଶ ଜଣ ପୁରୁଷ ଥିଲେ; ପୁଣି, ସେମାନଙ୍କ ମଧ୍ୟରେ ମୁଁ ଲୋକମାନଙ୍କର ଅଧିପତି ଅସୂରର ପୁତ୍ର ଯାସନୀୟ ଓ ବନାୟର ପୁତ୍ର ପ୍ଲଟୀୟକୁ ଦେଖିଲି। Gade chapit la |
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।