Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:3 - ପବିତ୍ର ବାଇବଲ

3 ଏହି ଲୋକମାନେ କହନ୍ତି, ‘ଆମ୍ଭେମାନେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦେବୁ। ଆମ୍ଭେମାନେ ହଣ୍ଡାରେ ମାଂସ ତୁଲ୍ୟ ଏହି ନଗରରେ ସୁରକ୍ଷିତ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ କହନ୍ତି, ‘ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।’

Gade chapit la Kopi




ଯିହିଜିକଲ 11:3
11 Referans Kwoze  

“ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶୀୟ ଲୋକମାନେ ଭାବନ୍ତି, ତୁମ୍ଭେ ଯେଉଁ ଦର୍ଶନ ଦେଖ, ତାହା ଅନେକ ବିଳମ୍ବର କଥା ଓ ତାହା ବହୁବର୍ଷ ପରେ ଭବିଷ୍ୟତକାଳରେ ଘଟିବ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭ ଇସ୍ରାଏଲରେ ଏହି ପ୍ରବାଦ ନାହିଁ କି? ‘ସମୟ ଗଡ଼ି ଗ୍ଭଲିଛି ଓ ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି।’


ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।”


ତୁମ୍ଭେ ବୀଣାବାଦନ କରୁଛ ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ୟଯନ୍ତ୍ରଗୁଡ଼ିକରେ ଅଭ୍ୟାସ କରୁଛ।


ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିଯାଇଛି। ସେହି ସମୟ ଆସୁଅଛି, ତୁମ୍ଭର ଶେଷ ବିଗ୍ଭର ଦିନ ଅତି ନିକଟ। ସେହି ଦିନଟି ସନ୍ଦେହର ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।


ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା'ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”


ଅନନ୍ତର ଇଲୀଶାୟ ପୁନର୍ବାର ଗି‌ଲ୍‌‌‌ଗ‌ଲ୍‌‌‌କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟ‌ଦ୍‌ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।”


ତୁମ୍ଭେମାନେ ମୋ’ ସନ୍ତାନମାନଙ୍କୁ ଧ୍ୱଂସ କରିଛ। ତୁମ୍ଭେ ସେମାନଙ୍କର ଚର୍ମ କାଢ଼ି ନେଇଛ ଓ ସେମାନଙ୍କର ଅସ୍ଥିକୁ ଭାଙ୍ଗି ଦେଇଛ। ପାତ୍ରରେ ରନ୍ଧନ ପାଇଁ ମାଂସକୁ ଖଣ୍ତ କଲାପରି ସେମାନଙ୍କ ଅସ୍ଥି ଓ ମାଂସକୁ ତୁମ୍ଭେ ଖଣ୍ତ ଖଣ୍ତ କରିଛ।


Swiv nou:

Piblisite


Piblisite