Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:2 - ପବିତ୍ର ବାଇବଲ

2 “ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀଙ୍କ ଘୃଣ୍ୟ ବ୍ୟବହାରକୁ ତୁମ୍ଭେ ସେମାନଙ୍କୁ ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,

Gade chapit la Kopi

ଓଡିଆ ବାଇବେଲ

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,

Gade chapit la Kopi




ଯିହିଜିକଲ 16:2
9 Referans Kwoze  

“ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହି ରକ୍ତପାତ ନଗରୀର ବିଗ୍ଭର କରିବ? ତେବେ ତାହାର ଘୃଣାଯୋଗ୍ୟ ସମସ୍ତ କ୍ରିୟା ଏହାକୁ ଜ୍ଞାତ କରାଅ।


ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ସେମାନଙ୍କର ବିଗ୍ଭର କରିବ? ସେମାନଙ୍କର ପିତୃପୁରୁଷମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ।


ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ।


“ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି।


ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଅହଲାର ଓ ଅହଲୀବାର ବିଗ୍ଭର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜଣାଅ।


ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,


ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଯିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ। ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲେ।


Swiv nou:

Piblisite


Piblisite