ଯିହିଜିକଲ 16:3 - ପବିତ୍ର ବାଇବଲ3 ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଯିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ। ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ କୁହ, ପ୍ରଭୁ ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ; ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା। Gade chapit laଓଡିଆ ବାଇବେଲ3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା। Gade chapit la |
ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।