Biblia Todo Logo
Bib sou entènèt

- Piblisite -




ଯିହିଜିକଲ 18:3 - ପବିତ୍ର ବାଇବଲ

3 କିନ୍ତୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ଯାଏ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦକୁ ଆଉ ବ୍ୟବହାର କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 “ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।

Gade chapit la Kopi




ଯିହିଜିକଲ 18:3
9 Referans Kwoze  

ତେଣୁ ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକର ଆଗ୍ଭର ବ୍ୟବହାରାନୁସାରେ ବିଗ୍ଭର କରିବି।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। ଆଉ “ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ ଓ ନିଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହାହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହେବ ନାହିଁ।


ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭ ଇସ୍ରାଏଲରେ ଏହି ପ୍ରବାଦ ନାହିଁ କି? ‘ସମୟ ଗଡ଼ି ଗ୍ଭଲିଛି ଓ ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି।’


“ଯେଉଁ ଲୋକମାନେ ପ୍ରବଚନ ବ୍ୟବହାର କରନ୍ତି, ତୁମ୍ଭ ଉପରେ ଏହା ପ୍ରୟୋଗ କରିବେ। ‘ମା ଗୁଣେ ଝିଅ।’


“ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ ଯେତେବେଳେ ଏହି ପ୍ରବାଦଟି ବ୍ୟବହାର କର ଏହାର ଅର୍ଥ କ’ଣ? ‘ପିତାଗଣ ଅଙ୍ଗୁର ଖାଇଲେ ଏବଂ ସେମାନଙ୍କର ପୁତ୍ରମାନଙ୍କର ଦାନ୍ତ ଯନ୍ତ୍ରଣା କରେ।’”


ଆଉ ସମସ୍ତଙ୍କର ଜୀବନ ମୋର ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ୟ ସେପରି। ଏବଂ ଯେଉଁ ବ୍ୟକ୍ତି ପାପ କରେ ସେ ମରିବ।


Swiv nou:

Piblisite


Piblisite