ଯିହିଜିକଲ 2:4 - ପବିତ୍ର ବାଇବଲ4 ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’ Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। Gade chapit laଓଡିଆ ବାଇବେଲ4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’ Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।