ଯିହିଜିକଲ 21:2 - ପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଯିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧରେ ନିଜର ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିପକ୍ଷରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ଆଡ଼େ ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ଆଡ଼େ ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, Gade chapit la |
ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ୱାରା ମୋର ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, “ମୁଁ ଅତି ଶକ୍ତିଶାଳୀ ଓ ମୋର ଅପାର ରଥ ସାହାଯ୍ୟରେ ମୁଁ ଲିବାନୋନକୁ ପରାସ୍ତ କରିଅଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦେବଦାରୁ ବୃକ୍ଷସବୁ କାଟି ପକାଇଅଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ୟରେ ପ୍ରବେଶ କରିଅଛୁ।