ଯିହିଜିକଲ 24:3 - ପବିତ୍ର ବାଇବଲ3 ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ନୀତିଗଳ୍ପ କୁହ। ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “‘ହଣ୍ଡା ନିଆଁରେ ବସାଅ ଓ ତାହା ମଧ୍ୟରେ ପାଣି ଢାଳି ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ-କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହଣ୍ତା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ; Gade chapit laଓଡିଆ ବାଇବେଲ3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ; Gade chapit la |