ଯିହିଜିକଲ 26:10 - ପବିତ୍ର ବାଇବଲ10 ତାହାର ବିପୁଳ ପରିମାଣର ଅଶ୍ୱ ହେତୁ ଧୂଳିରେ ତୁମ୍ଭେ ଆଚ୍ଛାଦିତ ହେବ। ଯେତେବେଳେ ସେମାନେ ତୁମ୍ଭ ନଗର ଦ୍ୱାରରେ ପ୍ରବେଶ କରିବେ, ସେତେବେଳେ ଅଶ୍ୱାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସେମାନେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ। Gade chapit laଓଡିଆ ବାଇବେଲ10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ। Gade chapit la |