ଯିହିଜିକଲ 26:7 - ପବିତ୍ର ବାଇବଲ7 ମୋର ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଉତ୍ତର ଦିଗରୁ ନବୂଖଦ୍ନିତ୍ସରଙ୍କୁ ସୋର ବିରୁଦ୍ଧରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ୱରଥ, ଅଶ୍ୱାରୋହୀ, ସମାଜ ଓ ବିପୁଳ ସୈନ୍ୟବାହିନୀ ସହ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ଵ, ରଥ, ଅଶ୍ଵାରୋହୀଗଣ ଓ ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା। Gade chapit laଓଡିଆ ବାଇବେଲ7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।