Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:3 - ପବିତ୍ର ବାଇବଲ

3 “ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ୟ କରୁଥିବା, ‘ସମୁଦ୍ରର ଦ୍ୱାର’ ସୋରକୁ କୁହ: “ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ-ନିବାସିନୀ; ଅନେକ ଦ୍ଵୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ ,

Gade chapit la Kopi

ଓଡିଆ ବାଇବେଲ

3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,

Gade chapit la Kopi




ଯିହିଜିକଲ 27:3
15 Referans Kwoze  

ଭୂମଧ୍ୟସାଗର ତୁମ୍ଭର ଚତୁର୍ଦ୍ଦିଗ ସୀମା ଅଟେ। ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଛନ୍ତି।


ପୃଥିବୀର ସବୁ ଲୋକମାନେ ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି। ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”


ଏବଂ ସେମାନେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ବୋଧନ କରିବେ, “‘ହେ ପ୍ରସିଦ୍ଧ ନଗରୀ ସୋର, ତୁମ୍ଭେ ସମୁଦ୍ରକୂଳ ଲୋକମାନଙ୍କର ବାସସ୍ଥାନ। ତୁମ୍ଭେ ସମୁଦ୍ରର ମହାଶକ୍ତି ଥିଲ। ତୁମ୍ଭେ ଓ ତୁମ୍ଭର ନାଗରିକଗଣ ଏଠାରେ ବାସ କରୁଥିବା ସମସ୍ତଙ୍କୁ ଭୟଭୀତ କଲ।


ସଦାପ୍ରଭୁ ସମୁଦ୍ର ଉପରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷରେ ଯୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ୱଂସ କରିବାକୁ ଆଜ୍ଞା ଦେଇଛନ୍ତି।


ପରମ ସୌନ୍ଦର୍ଯ୍ୟମୟୀ ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ। ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।


“କିନ୍ତୁ ତୁମ୍ଭେ ନିଜ ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜର ସୁଖ୍ୟାତି ହେତୁ ମୋ'ଠାରେ ଅବିଶ୍ୱସ୍ତ ହେଲ। ତୁମ୍ଭେ ମୋତେ ପ୍ରତାରିତ କଲ, ଯେକେହି ତୁମ୍ଭ ନିକଟ ଦେଇ ଗଲା ତୁମ୍ଭେ ଗଣିକା ସଦୃଶ ତା'ର ହେଲ ଓ ସେମାନେ ତୁମ୍ଭକୁ ବ୍ୟଭିଗ୍ଭରିଣୀ ରୂପେ ଉପଭୋଗ କଲେ।


ପୁଣି ସେମାନେ ତୁମ୍ଭର ସମ୍ପଦସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ। ଆଉ ମଧ୍ୟ ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ରମଣୀୟ ଗୃହଗୁଡ଼ିକୁ ଧ୍ୱଂସ କରିବେ। ପୁଣି ସେମାନେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନେଇ ସମୁଦ୍ର ଜଳରେ ନିକ୍ଷେପ କରିବେ।


ସେ ବାଣିଜ୍ୟ ଜାହାଜ ପରି, ଦୂରରୁ ଆପଣା ଆହାର ଆଣେ।


Swiv nou:

Piblisite


Piblisite