Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:1 - ପବିତ୍ର ବାଇବଲ

1 ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କରଓ ଯାଇ ଇସ୍ରାଏଲ-ବଂଶ ସହିତ କଥା କୁହ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”

Gade chapit la Kopi




ଯିହିଜିକଲ 3:1
9 Referans Kwoze  

ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି।


ତେବେ ମୁଁ ତେଲ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସେମାନେ ଯେଉଁ ସ୍ଥାନରେ ବାସ କରୁଥିଲେ, ସେ ସ୍ଥାନରେ ସେମାନଙ୍କ ମଧ୍ୟରେ ବିବ୍ରତ ଓ ନୀରବରେ ସାତ ଦିନ ବସି ରହିଲି।


ତା'ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି।


ତା'ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି। ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’”


Swiv nou:

Piblisite


Piblisite