ଯିହିଜିକଲ 3:10 - ପବିତ୍ର ବାଇବଲ10 ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laଓଡିଆ ବାଇବେଲ10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।