ଯିହିଜିକଲ 3:12 - ପବିତ୍ର ବାଇବଲ12 ଏହା ପରେ ଆତ୍ମା ମୋତେ ଉପରକୁ ଉଠାଇଲା, ଏବଂ ମୁଁ ମୋର ପଛରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ୱନି ଥିଲା, ଏହା ଶୁଣାଗଲା, “ଧନ୍ୟ ସଦାପ୍ରଭୁଙ୍କର ମହିମା।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Gade chapit laଓଡିଆ ବାଇବେଲ12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Gade chapit la |
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।