Biblia Todo Logo
Bib sou entènèt

- Piblisite -




ଯିହିଜିକଲ 39:2 - ପବିତ୍ର ବାଇବଲ

2 ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫେରାଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇସ୍ରାଏଲର ପର୍ବତସମୂହର ବିରୁଦ୍ଧରେ ତୁମ୍ଭକୁ ଆଣିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରା; ଭାଗରୁ ତୁମ୍ଭକୁ ଅଣାଇବାନ୍ତ ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;

Gade chapit la Kopi




ଯିହିଜିକଲ 39:2
8 Referans Kwoze  

ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନେକ ଜାତିମାନେ ଆସିବେ। ସେମାନେ ସମସ୍ତେ ଅଶ୍ୱାରୋହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ୟସାମନ୍ତ ଥିବେ।


ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””


ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।


“ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ।


ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।


“ଏମାନେ ଉତ୍ତର ଦେଶୀୟ ମୁଖ୍ୟ ଓ ସୀଦୋନର ସୈନ୍ୟଗଣ ଥିଲେ। ସେମାନେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି। ସେମାନଙ୍କର ଶକ୍ତି ସତ୍ତ୍ୱେ, ଯୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହୋଇ ଲଜ୍ଜିତ ହୋଇଛନ୍ତି। ସେମାନେ କବରରେ ଅନ୍ୟାନ୍ୟ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହୋଇଛନ୍ତି।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ରୋଶ, ମେଶକ ଓ ତୁବଲର ମୁଖ୍ୟ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧରେ ଅଛି।


ମୁଁ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବି।


Swiv nou:

Piblisite


Piblisite