Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:1 - ପବିତ୍ର ବାଇବଲ

1 “ହେ ମନୁଷ୍ୟ ପୁତ୍ର ତୁମ୍ଭ ସମ୍ମୁଖରେ ଖଣ୍ଡେ ଇଟା ରଖ ଓ ତହିଁରେ ଯିରୁଶାଲମ ନଗରର ନ‌କ୍‌ସା ଅଙ୍କନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର,ଅର୍ଥାତ୍,ଯିରୂଶାଲମର ଛବି ଅଙ୍କିତ କର;

Gade chapit la Kopi

ଓଡିଆ ବାଇବେଲ

1 ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;

Gade chapit la Kopi




ଯିହିଜିକଲ 4:1
17 Referans Kwoze  

“ଏହି ପୃଥିବୀରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭେମାନେ ଏପରି ଏକ ଗୋଷ୍ଠୀ ସ୍ୱତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।”


ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭମାନଙ୍କୁ ଏବଂ ସେମାନଙ୍କୁ ବହୁ ଦର୍ଶନ ଦେଲୁ। ଆମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦେଲୁ।


“ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର। ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ। ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।


“ହେ ମନୁଷ୍ୟ ପୁତ୍ର, ବାବିଲ ରାଜାର ‌‌ଖ‌ଡ଼୍‌ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇପଥ ନିରୂପଣ କର। ଦୁଇ ପଥ ଗୋଟିଏ ଦେଶରୁ ଆସିବ। ନଗର ଆଡ଼କୁ ଯାଇଥିବା ସଡ଼କର ମୁଣ୍ଡରେ ଏକ ପଥ ନିର୍ଦ୍ଦେଶ କରୁଥିବା ପ୍ରସ୍ତର ଫଳକ ରଖ।


Swiv nou:

Piblisite


Piblisite