Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:12 - ପବିତ୍ର ବାଇବଲ

12 ପୁଣି ତୁମ୍ଭେ ସେହି ଖାଦ୍ୟ ଦ୍ରବ୍ୟ ଯବପିଷ୍ଟକ ପରି କରିବ ଓ ତାକୁ ମନୁଷ୍ୟର ବିଷ୍ଠା ଦ୍ୱାରା ପାକ କରି ସମସ୍ତଙ୍କ ସମ୍ମୁଖରେ ଭୋଜନ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ଵାରା ତାହା ପାକ କରିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ!”

Gade chapit la Kopi




ଯିହିଜିକଲ 4:12
4 Referans Kwoze  

ମାତ୍ର ର‌ବ୍‌ଶାକି କହିଲା, “ମୋର ପ୍ରଭୁ କ’ଣ ମୋତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି? ସେ କ’ଣ ମୋତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସେମାନଙ୍କ ନିକଟକୁ ପଠାଇ ନାହାନ୍ତି?”


ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।”


କିନ୍ତୁ ଲୋଟ ସେମାନଙ୍କୁ ତାଙ୍କର ଗୃହକୁ ଯିବା ପାଇଁ ବାରମ୍ବାର ଅନୁରୋଧ କଲେ। ତେଣୁ ସ୍ୱର୍ଗଦୂତଗଣ ତାଙ୍କ ଗୃହକୁ ଯିବା ପାଇଁ ରାଜି ହେଲେ। ଲୋଟ ସେମାନଙ୍କୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସେମାନଙ୍କ ପାଇଁ କିଛି ଖମୀର ଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ସେମାନେ ତାହା ଗ୍ରହଣ କଲେ।


ଆଉ ତୁମ୍ଭେ ପ୍ରତିଦିନ ପରିମାଣ ଅନୁସାରେ ଏକ ହିନର ଷଷ୍ଠାଂଶ ଜଳପାନ କରିବ। ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।


Swiv nou:

Piblisite


Piblisite