Biblia Todo Logo
Bib sou entènèt

- Piblisite -




ଯିହିଜିକଲ 5:3 - ପବିତ୍ର ବାଇବଲ

3 ପୁଣି ତୁମ୍ଭେ ଅଳ୍ପ ପରିମାଣର କେଶ ନେଇ ଆପଣା ବସ୍ତ୍ରାଞ୍ଚଳରେ ବାନ୍ଧିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ

Gade chapit la Kopi




ଯିହିଜିକଲ 5:3
9 Referans Kwoze  

ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ରରେ କାମ କରିବାକୁ ଓ କୃଷକ ହେବାକୁ ସେଠାରେ ଛାଡ଼ିଗଲା।


ତେଣୁ ଯିରିମିୟ ମିସ୍ପାରେ ଅହୀକାମର ପୁତ୍ର ଗଦଲିୟ ନିକଟକୁ ଯାଇ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ଯିହୁଦାରେ ତାଙ୍କ ସଙ୍ଗେ ବାସ କଲେ।


କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।


“ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା'ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”


ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।


ସେ କେବଳ ଦରିଦ୍ରତମ ଲୋକମାନଙ୍କୁ ଛାଡ଼ି ଗଲା କାରଣ ସେମାନେ ଦ୍ରାକ୍ଷାକ୍ଷେତ୍ର‌ ଓ ଅନ୍ୟାନ୍ୟ ଶସ୍ୟର ଯତ୍ନ ନେବେ।


ଏହି ବାଳଗୁଡ଼ିକରୁ କିଛି ଅଧିକ ନିଅ ଏବଂ ସେଗୁଡ଼ିକ ଅଗ୍ନିରେ ଫୋପାଡ଼ି ଦିଅ ଏବଂ ସେଗୁଡ଼ିକ ଦ‌ଗ୍‌ଧ କର, କାରଣ ଇସ୍ରାଏଲସାରା ଆମ୍ଭେ ଅଗ୍ନି ପଠାଇବା।”


Swiv nou:

Piblisite


Piblisite