ଯିହିଜିକଲ 7:1 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟକୁ ଆସିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, Gade chapit laଓଡିଆ ବାଇବେଲ1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା; Gade chapit la |
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।