ଯିହିଜିକଲ 8:4 - ପବିତ୍ର ବାଇବଲ4 ଉପତ୍ୟକାରେ ମୁଁ ଦେଖିଥିବା ଦୃଶ୍ୟ ତୁଲ୍ୟ ସେ ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ବିଦ୍ୟମାନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ ଦେଖ, ପଦା-ଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ବିଦ୍ୟମାନ ଥିଲା। Gade chapit laଓଡିଆ ବାଇବେଲ4 ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା। Gade chapit la |