Biblia Todo Logo
Bib sou entènèt

- Piblisite -




ଯିହିଜିକଲ 8:8 - ପବିତ୍ର ବାଇବଲ

8 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଏହି କାନ୍ଥକୁ ଖୋଳ।” ତହୁଁ ମୁଁ ସେହି କାନ୍ଥ ଖୋଳିଲି ଓ ଏକ ସୁନ୍ଦର ଦ୍ୱାର ଆବିଷ୍କାର କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ଵାର ଅଛି।

Gade chapit la Kopi

ଓଡିଆ ବାଇବେଲ

8 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି କାନ୍ଥ ଖୋଳ; ତହୁଁ ମୁଁ ସେହି କାନ୍ଥ ଖୋଳନ୍ତେ, ଦେଖ, ଗୋଟିଏ ଦ୍ୱାର ଅଛି।”

Gade chapit la Kopi




ଯିହିଜିକଲ 8:8
7 Referans Kwoze  

ଯେଉଁମାନେ ସଦାପ୍ରଭୁଙ୍କଠାରେ ନିଜ ନିଜ ମନ୍ତ୍ରଣାକୁ ଲୁଗ୍ଭଇବାକୁ ଚେଷ୍ଟା କରନ୍ତି ସେମାନେ ଦୁଃଖ ପାଆନ୍ତି। ସେମାନେ ଅନ୍ଧକାରରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, “କେହି ଆମ୍ଭମାନଙ୍କୁ ଦେଖୁ ନାହିଁ କି କେହି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।”


ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ୱରଙ୍କଠାରୁ ଲୁଗ୍ଭଇପାରେ।


ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।


ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ ସବୁଠାରେ ବ୍ୟାପି ରହିଅଛୁ।”


ପୁଣି ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥରେ ଗୋଟିଏ ଛିଦ୍ର ଥିବାର ଦେଖିଲି।


ତା'ପରେ ପରମେଶ୍ୱର ମୋତେ କହିଲେ, “ଭିତରକୁ ଯାଅ ଓ ଏଠାରେ ସେମାନେ ଯେଉଁ ଜଘନ୍ୟ ଘୃଣ୍ୟ କର୍ମମାନ କରୁଅଛନ୍ତି ତାହା ଦେଖ।”


Swiv nou:

Piblisite


Piblisite