ଏଜ୍ରା 1:11 - ପବିତ୍ର ବାଇବଲ11 ଏହି ସମସ୍ତ ମିଶି 5,400 ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା। ବନ୍ଦୀଲୋକମାନଙ୍କୁ ବାବିଲରୁ ଯିରୁଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ଵର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲ୍ରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା। Gade chapit laଓଡିଆ ବାଇବେଲ11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସର୍ବସୁଦ୍ଧା ପାଞ୍ଚ ହଜାର ଚାରି ଶହ ସ୍ୱର୍ଣ୍ଣ ଓ ରୌପ୍ୟମୟ ପାତ୍ର ଥିଲା; ବନ୍ଦୀ ଲୋକମାନେ ବାବିଲରୁ ଯିରୂଶାଲମକୁ ଅଣାଯିବା ସମୟରେ ଶେଶବସର ଏହିସବୁ ଦ୍ରବ୍ୟ ଆଣିଲା। Gade chapit la |
ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”