ଏଜ୍ରା 1:9 - ପବିତ୍ର ବାଇବଲ9 ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁସବୁ ବସ୍ତୁ ଆଣିଥିଲା, ସେହି ଦ୍ରବ୍ୟଗୁଡ଼ିକର ସଂଖ୍ୟା ଏହିପରି ଥିଲା: ସୁନାଥାଳୀ 30, ରୂପାଥାଳୀ 1,000, ଛୁରୀ 29, Gade chapit laପବିତ୍ର ବାଇବଲ (Re-edited) - (BSI)9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Gade chapit laଓଡିଆ ବାଇବେଲ9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ; Gade chapit la |
ଯେତେବେଳେ ଶ୍ରମିକମାନଙ୍କର କାର୍ଯ୍ୟ ସମାପ୍ତ ହେଲା, ସେମାନେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହୋୟାଦାଙ୍କ ନିକଟକୁ ଆଣିଲେ। ସେମାନେ ସେହି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବାରେ ବ୍ୟବହାର କଲେ। ସେହି ସାମଗ୍ରୀଗୁଡ଼ିକ ମନ୍ଦିରର ସେବାକାର୍ଯ୍ୟ ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ୟବହୃତ ହେଲା। ସେମାନେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ୟାନ୍ୟ ସାମଗ୍ରୀ ନିର୍ମାଣ କଲେ। ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରତିଦିନ ହୋମବଳି ଉପହାରମାନ ଉତ୍ସର୍ଗ କଲେ।