Biblia Todo Logo
Bib sou entènèt

- Piblisite -




ଏଜ୍ରା 10:16 - ପବିତ୍ର ବାଇବଲ

16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି ଯାଜକ ଏଜ୍ରା ସେଇ ଲୋକମାନଙ୍କୁ ବାଛିଲେ, ଯେଉଁମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ପରିବାରରୁ ଜଣେ ଲେଖାଏଁ ବଛାଗଲେ। ଆଉ ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ ପ୍ରଧାନ କେତେକ ଲୋକ ପୃଥକ୍‍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।

Gade chapit la Kopi




ଏଜ୍ରା 10:16
6 Referans Kwoze  

ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”


ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ୟ ସାହାଯ୍ୟ କରୁଥିଲି। ସେମାନଙ୍କୁ ଅଦାଲତରେ ତର୍କରେ ଜିତାଇ ଦେଉଥିଲି।


ତେବେ ତୁମ୍ଭେ ବୁଝିବ, ଖୋଜିବ, ଭଲରୂପେ ପଗ୍ଭରି ବୁଝିବ। ଯଦି ତାହା ସତ୍ୟ ହୁଏ ଓ ତୁମ୍ଭ ମଧ୍ୟରେ ଏପରି ଘୃଣ୍ୟ କର୍ମ କରାଯାଇ ଅଛି,


ଏହି କଥା ବିରୁଦ୍ଧରେ କେବଳ ଆସାହେଲର ପୁତ୍ର ଯୋନାଥନ ଓ ତି‌କ୍‌ବର ପୁତ୍ର ଯହସିୟ ଉଠିଲେ। ଆଉ ମସୁଲମ୍ ଓ ଲେବୀୟ ଶବ୍ଦଥୟ ସେମାନଙ୍କର ସାହାଯ୍ୟ କଲେ।


ପୁଣି ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ ବିବାହକାରୀ ପୁରୁଷ ସମସ୍ତଙ୍କର ବିଗ୍ଭର ସମାପ୍ତ କଲେ।


ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନୀବାସୀଙ୍କୁ ଖଣ୍ଡାରେ ଆଘାତ କରିବ। ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଣ୍ତା ଧାରରେ ବର୍ଜିତ ରୂପେ ଧ୍ୱଂସ କରିବ।


Swiv nou:

Piblisite


Piblisite