Biblia Todo Logo
Bib sou entènèt

- Piblisite -




ଏଜ୍ରା 10:21 - ପବିତ୍ର ବାଇବଲ

21 ହାରିମର ବଂଶଧରମାନଙ୍କ ମଧ୍ୟରୁ ମାସେୟ ଓ ଏଲିୟ ଓ ଶମୟିୟ, ଯିହୀୟେଲ ଓ ଉଷିୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଓ ହାରିମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ ଓ ଏଲୀୟ ଓ ଶମୟୀୟ ଓ ଯିହୀୟେଲ ଓ ଉଷୀୟ;

Gade chapit la Kopi

ଓଡିଆ ବାଇବେଲ

21 ଓ ହାରୀମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ,ଏଲୀୟ,ଶମୟୀୟ, ଯିହୀୟେଲ ଓ ଉଷୀୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଓ ହାରୀମ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;

Gade chapit la Kopi




ଏଜ୍ରା 10:21
8 Referans Kwoze  

ତୃତୀୟ ଦଳ ଥିଲା ହାରୀମଙ୍କ ଦଳ। ଚତୁର୍ଥ ଦଳ ଥିଲା ସୀୟୋରୀମଙ୍କ ଦଳ।


ହାରିମର ବଂଶଧର 1,017 ଜଣ।


ହାରୀମର ବଂଶଧର 1,017 ଜଣ।


ଆଉ ଇମ୍ମେରର ବଂଶଧରମାନଙ୍କ ମଧ୍ୟରୁ ହନାନି ଓ ସବଦିୟ।


ପଶହୂରର ସନ୍ତାନମାନଙ୍କର ମଧ୍ୟରୁ ଇଲୟୋ-ଐନୟ, ମାସେୟ, ଇ‌ଶ୍‌ମାୟେଲ, ନଥନେଲ, ଯୋଷାବଦ୍ ଓ ଇଲିୟାସା।


ଯିଦୟିୟର ଯାଜକମାନଙ୍କର ସଂଖ୍ୟା- ଯେଶୂୟ ପରିବାରରୁ 973 ଜଣ।


ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


ମାସିୟ, ବି‌‌‌‌ଲ୍‌‌‌‌‌‌‌ଗୟ, ଶମୟିୟ, ଏମାନେ ସମସ୍ତେ ଯାଜକ ଥିଲେ।


Swiv nou:

Piblisite


Piblisite