ଏଜ୍ରା 10:5 - ପବିତ୍ର ବାଇବଲ5 ତେଣୁ ଏଜ୍ରା ଉଠିଲେ। ସେହି ବାକ୍ୟ ଅନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ପ୍ରତିଜ୍ଞା କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲା। ତହିଁରେ ସେମାନେ ଶପଥ କଲେ। Gade chapit laଓଡିଆ ବାଇବେଲ5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ। Gade chapit la |