Biblia Todo Logo
Bib sou entènèt

- Piblisite -




ଏଜ୍ରା 2:3 - ପବିତ୍ର ବାଇବଲ

3 ପରିୟୋଶର ବଂଶଧର 2,172 ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

Gade chapit la Kopi

ଓଡିଆ ବାଇବେଲ

3 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।

Gade chapit la Kopi




ଏଜ୍ରା 2:3
8 Referans Kwoze  

ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ।


ଇସ୍ରାଏଲ ମଧ୍ୟରେ ପରିୟୋଶର ବଂଶଧରମାନଙ୍କ ମଧ୍ୟରୁ ରମିୟ ଓ ଯିଷିୟ, ମ‌‌‌‌ଲ୍‌‌‌‌‌‌‌କିୟ, ମିୟାମୀନ୍, ଇଲିୟାସର, ମ‌‌‌‌ଲ୍‌‌‌‌‌‌‌କିୟ ଓ ବନାୟ।


ପରିୟୋଶର ବଂଶଧର 2,172 ଜଣ।


ଏହି ଲୋକମାନେ ସରୁବ୍ବାବିଲ, ଯେଶୂୟ, ନିହିମୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ‌ବି‌‌‌ଲ୍‌‌ଶନ୍, ମିସ୍ପର, ବି‌‌‌ଗ୍‌ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲୀୟ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହିପରି ଥିଲା।


ଶଫଟିୟର ବଂଶଧର 372 ଜଣ।


ଏହି ନାମଗୁଡ଼ିକ ହେଉଛି ପିତୃବଂଶର ମୁଖ୍ୟମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋ‍ନ୍‍ରୁ ଯିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ଯିରୁଶାଲମକୁ ଆସିଥିଲୁ। ଏହିଠାରେ ସେମାନଙ୍କର ଚିଠା ଦିଆଗଲା।


ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀ ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିୟୋଶର ପୁତ୍ର ପଦାୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।


ବୁନ୍ନି, ଅ‌‌‌‌ସ୍‌‌‌‌ଗଦ୍, ବେବୟ,


Swiv nou:

Piblisite


Piblisite